ତାଜା ଖବର ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣା: ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ Voice Of India April 22, 2025 ଭୁବନେଶ୍ୱର,୨୨।୪: କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ସେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି। Continue Reading Previous Previous post: ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣାNext Next post: ମହାବୀରଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ଓ ବିଶ୍ୱଶାନ୍ତି ମହାଯଜ୍ଞ ଉଦ୍ଯାପିତ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related News ଆରମ୍ଭ ହେଲା ରଥଟଣା, ସ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଟାଣିଲେ ରଥ June 27, 2025 ମହିଳା ନିର୍ଯ୍ୟାତନା ବିରୁଦ୍ଧରେ ଯୁବ ଛାତ୍ର ଜନତା ଦଳର ଆନ୍ଦୋଳନ June 27, 2025